ଭଞ୍ଜନଗର,୨୮ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦର ଝିଅ ଡକ୍ଟର ଅୟେସ୍କାନ୍ତା ମହାନ୍ତି ଦକ୍ଷିଣ କୋରିଆରେ କ୍ୟାନସର ରୋଗ ପାଇଁ ନାନୋ ମେଡିସିନ ଉପରେ ଗବେଷଣା କରୁଥିଲେ। ଇତିମଧ୍ୟରେ…