Odia girl Priyanshi

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ ମନୋନୀତ…

2 days ago