ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’ ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆଦର୍ଶଙ୍କ କହିବାନୁଯାୟୀ, ସୁରକ୍ଷିତ ସ୍ଥାନକୁ ଯିବା ବେଳେ ତାଙ୍କୁ RSF (ରାପିଡ...