ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ… ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରବିବାର ଅପରାହ୍ନରେ ଗାଁରେ ମୃତଦେହ ପହଞ୍ଚିବା ପରେ ଗ୍ରାମ ଶ୍ମଶାନରେ ତାଙ୍କ…