ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା… ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ବାସଭବନରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ…