ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୧୫ା୧୧: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏମ୍ସ ଡାକ୍ତରଙ୍କ ସହ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ହ୍ୟୁମାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାକୁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ…