ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଚାରିଟି ପ୍ରମୁଖ ସହରର ବାୟୁ...