ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି… କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା ପରିଯୋଜନା ଅନ୍ତର୍ଗତ ନିର୍ମାଣାଧୀନ ଏହି ଛଅ-ଲେନ୍ ଗ୍ରୀନ୍ଫିଲ୍ଡ କରିଡର ଛତିଶଗଡ଼, ଓଡ଼ିଶା ଓ…