ଅଙ୍ଗନବାଡ଼ି କର୍ମଚାରୀଙ୍କ ପାଇଁ ଖୁସି ଖବର: ଦରମା ସହ ଅବସର-ମୃତ୍ୟୁକାଳୀନ ସହାୟତା ରାଶି ବଢ଼ାଇଲେ ସରକାର; ଜାଣନ୍ତୁ ଏବେ…
ଭୁବନେଶ୍ୱର,୨୭।୧୧: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକାମାନଙ୍କ ପାଇଁ ବଡ଼ ଖୁସି ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଅଙ୍ଗନବାଡ଼ି କର୍ମଚାରୀମାନଙ୍କର ମାସିକ ପାରିଶ୍ରମିକ ସହିତ ଅବସରକାଳୀନ ଏବଂ ମୃତ୍ୟୁକାଳୀନ ସହାୟତା ରାଶିରେ ବଡ଼ ଧରଣର ବୃଦ୍ଧି କରାଯାଇଛି। ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ…

