odisha assembley

ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ ପିନ୍ଧି…

9 months ago