ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…
ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…
ବିଧାନସଭାରେ ନିଆରା ଦୃଶ୍ୟ: ନବୀନଙ୍କ ସହ ଭେଟ ହୋଇଗଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଉ ତା’ ପରେ…
ଭୁବନେଶ୍ୱର,୨୩ା୨: ସୋମବାର ବିଧାନସଭାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଭେଟ ହୋଇଯାଇଛି।ଗୃହକୁ ପ୍ରବେଶ କରିବା ବେଳେ ଏକାଠି ଭେଟ ହୋଇଛନ୍ତି। ଏହା ପରେ ପ୍ରଭାତୀ…
ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଜେଟ ଅଧିବେଶନ ରଣନୀତି ନେଇ ବିସ୍ତୃତ ଆଲୋଚନା ହୋଇପାରେ…
ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ, ୨୦୦ ହେବ ଓଡ଼ିଶା ବିଧାନସଭାର ସିଟ୍ !
ଭୁବନେଶ୍ୱର,୧୨ା୧: ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାରେ ନୂଆ ବିଧାନସଭା ଏବଂ ନୂଆ ଲୋକସେବା ଭବନ ନିର୍ମାଣ ହେବ । ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍ ରହିଛି, ଡିଲିମିଟେସନ୍ରେ…
୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…
ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧୪୫ ମନ୍ଦିରକୁ ଅଢେଇ କୋଟି ବଢିଲା ଅନୁଦାନ
ଭୁବନେଶ୍ୱର, ୨୯ା୧୧: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ଏଥିରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା…
ବିଧାନସଭାରେ ଉଠିଲା ଭୁବନେଶ୍ୱର କେଭି-୩ ବୋମାମାଡ଼ ପ୍ରସଙ୍ଗ
ଭୁବନେଶ୍ୱର,୨୮ା୧୧: ରାଜଧାନୀ ଭୁବନେଶ୍ୱରରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ସାମ୍ନାରେ ବୋମାମାଡ଼ ଘଟଣା ଶୁକ୍ରବାର ବିଧାନସଭାରେ ଉଠିଛି। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଗୃହରେ ଏହି ପ୍ରସଙ୍ଗ ଉଠାଇ ଘଟଣାର ସତ୍ୟାସତ୍ୟ ଜଣାଇବାକୁ ଦାବି କରିଛନ୍ତି। ଏହାର ଉତ୍ତରରେ ବାଚସ୍ପତି…
ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି
ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ ରହି…
ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଧାୟକମାନଙ୍କୁ ଦେଲେ ଏପରି ପରାମର୍ଶ
ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ବିଭିନ୍ନ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଥିଲେ ମଧ୍ୟ…
ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ଐତିହାସିକ ମୁହୂର୍ତ୍ତ କହିଲେ ବାଚସ୍ପତି
ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକାରୁ ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ରାଜଭବନରୁ ବାହାରି ସେ ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିପରିଷଦର ସଦସ୍ୟମାନେ ତାଙ୍କୁ…
ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାର ଏହି ଶୀତ ଅଧିବେଶନ…
ଦିଲ୍ଲୀରେ ନବୀନ, ବିଜେଡି କଲା ବଡ଼ ଘୋଷଣା…
ନୂଆଦିଲ୍ଲୀ,୨୦।୯: ଆରମ୍ଭ ହେଉ ହେଉ ଅଚଳ ହେଇଯାଉଛି ବିଧାନସଭା। ଦୁଇଦିନ ହେଲା ଗୃହ ବିରୋଧୀଙ୍କ ଗର୍ଜନରେ କମ୍ପୁଥିବାବେଳେ ସୁରୁଖୁରୁରେ ଚାଲିପାରୁନାହିଁ। ଶନିବାର ବି ହଟ୍ଟଗୋଳରେ ଗୃହ ୪ଟା ଯାଏ ମୁଲତବୀ ହୋଇଛି। ତେବେ ଏହାରି ଭିତରେ ବିଜେଡି ବଡ଼ ଆନ୍ଦୋଳନ କରିବ…
Archives


