Tag Archives: Odisha Assembly

ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୭।୩: ଗୁରୁବାର ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ହଟ୍ଟଗୋଳ ସହିତ ଆରମ୍ଭ ହୋଇଥିଲା। ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ପୃଥକ ପୃଥକ ପ୍ରସଙ୍ଗ ଉପରେ ଗୃହ ଭିତରେ ହଟ୍ଟଗୋଳ କରିଥିଲେ। ପଞ୍ଚାୟତିରାଜ ଦିବସ...

ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରିଛନ୍ତି...

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଗଣାଇଲେ ମୋହନ ସରକାରଙ୍କ ସଫଳତା

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଉଛି। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ରାଜ୍ୟରେ ଭାଜପା ସରକାରଙ୍କ ଗତ ସାତ ମାସର ଉପଲବ୍ଧିକୁ ସେ...

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର, ୨୧।୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ...

ରାଜ୍ୟରେ ଖାଲି ପଡିଛି ହଜାର ହଜାର ଡାକ୍ତର-ପୋଲିସ ପଦବୀ; ବିଧାନସଭାରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୧: ରାଜ୍ୟରେ ରହିଛି ଉତ୍କଟ ସ୍ଥିତିରେ ରହିଛି ଡାକ୍ତର ଏବଂ ପୋଲିସ କର୍ମୀଙ୍କ ଅଭାବ। ବିଭିନ୍ନ ଜିଲାରେ ହଜାର ହଜାର ସଂଖ୍ୟାରେ ପଦବୀ ଖାଲି ପଡିଛି। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର...

ଯାତ୍ରାରେ ବଢୁଛି ଅଶ୍ଳୀଳତା, କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ୱର,୨।୧୧: ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି ସ୍ଥାନରେ ଦେଖିବାକୁ ମିଳୁଛି କି କଳାକାରମାନେ ଉନ୍ମୁକ୍ତ ନାଚ ପ୍ରଦର୍ଶନ କରି ଅଶ୍ଲୀଳତାର ସୀମା ପାର କରୁଛନ୍ତି।...

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ...

ସ୍ୱାମୀ-ସ୍ତ୍ରୀ ଭିନ୍ନ ଭିନ୍ନ ବିଭାଗରେ ଚାକିରି କରିଥିଲେ ଗୋଟିଏ ଜିଲାରେ ମିଳିବ କି ନିଯୁକ୍ତି ? ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର:୩୦।୮: ଓଡ଼ିଶାରେ ଉଭୟେ ସ୍ୱାମୀ ସ୍ତ୍ରୀ ସରକାରୀ ଚାକିରି କରୁଥିଲେ ସେମାନଙ୍କ ପାଇଁ ଖୁସି ଖବର। ଶୁକ୍ରବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ କଥା କହିଛନ୍ତି। ସ୍ୱାମୀ ଓ ସ୍ତ୍ରୀ ୨ଜଣ ଭିନ୍ନ ଭିନ୍ନ...

ଉପସ୍ଥାପନ ହେଲା ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ; ମୁଣ୍ଡପିଛା ଆୟ ଏତିକି ଟଙ୍କା

ଭୁବନେଶ୍ୱର,୨୪ା୭: ଓଡ଼ିଶାରେ ଭାଜପା ସରକାର ଆସିବା ପରେ ଆସନ୍ତା କାଲି ଅର୍ଥାତ ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ସରକାରର ପ୍ରଥମ ବଜେଟ। ଏହା ପୂର୍ବରୁ ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା ହୋଇଛି। ରିପୋର୍ଟ ଅନୁସାରେ ଓଡ଼ିଶାରେ...

୨୦୨୯ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି: ରାଜ୍ୟପାଳ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭହ ହୋଇଥିବା ବିଧାନସଭା ଅଧିବେଶନରେ ରାଜ୍ୟପାଳ ରଘୁବର ଦାସ ଗୃହରେ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦେବା ନେଇ କହିଛନ୍ତି। ଆସନ୍ତା ୨୦୨୯ ସୁଦ୍ଧା...

୨୦ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪।୬(ଅନିଲଦାସ): ଆସନ୍ତା ୧୮ ଓ ୧୯ ତାରିଖରେ ନବନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ସେହିପରି ୨୦ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭାର ବରିଷ୍ଠ ସଦସ୍ୟ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର...

ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍‌ ୫୩,୯୦୦ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ନିକଟତମ ବିଜେଡି ପ୍ରାର୍ଥୀ ଜୟଶ୍ରୀ କହଁର ୫୧,୦୪୨ ଖଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri