ଉପସ୍ଥାପନ ହେଲା ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ; ମୁଣ୍ଡପିଛା ଆୟ ଏତିକି ଟଙ୍କା
ଭୁବନେଶ୍ୱର,୨୪ା୭: ଓଡ଼ିଶାରେ ଭାଜପା ସରକାର ଆସିବା ପରେ ଆସନ୍ତା କାଲି ଅର୍ଥାତ ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ସରକାରର ପ୍ରଥମ ବଜେଟ। ଏହା ପୂର୍ବରୁ ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା ହୋଇଛି। ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା…
୨୦୨୯ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି: ରାଜ୍ୟପାଳ
ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭହ ହୋଇଥିବା ବିଧାନସଭା ଅଧିବେଶନରେ ରାଜ୍ୟପାଳ ରଘୁବର ଦାସ ଗୃହରେ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦେବା ନେଇ କହିଛନ୍ତି। ଆସନ୍ତା ୨୦୨୯ ସୁଦ୍ଧା ରାଜ୍ୟରେ…
୨୦ରେ ବାଚସ୍ପତି ନିର୍ବାଚନ
ଭୁବନେଶ୍ୱର,୧୪।୬(ଅନିଲଦାସ): ଆସନ୍ତା ୧୮ ଓ ୧୯ ତାରିଖରେ ନବନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ସେହିପରି ୨୦ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭାର ବରିଷ୍ଠ ସଦସ୍ୟ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ…
ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା
ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍ ୫୩,୯୦୦ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କ ନିକଟତମ ବିଜେଡି ପ୍ରାର୍ଥୀ ଜୟଶ୍ରୀ କହଁର ୫୧,୦୪୨ ଖଣ୍ଡ ଭୋଟ୍…
୨୦୧୮ ଠାରୁ ୬୦ ଜଣ ପ୍ରବାସୀ ଶ୍ରମିକ ଓଡ଼ିଶା ବାହାରେ ମୃତ୍ୟୁ ବରଣ କରିଛନ୍ତି: ମନ୍ତ୍ରୀ
ଭୁବନେଶ୍ୱର,୮ା୨: ଗୁରୁବାର ବିଧାନସଭାରେ ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ପ୍ରକାଶ କରିଛନ୍ତି ଯେ ୨୦୧୮ ମସିହାରୁ ରାଜ୍ୟ ବାହାରେ କାର୍ୟ୍ୟ କରୁଥିବାବେଳେ ଓଡ଼ିଶାରୁ ଅତି କମରେ ୬୦ ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ବାରଣ…
ସରକାରଙ୍କ ପ୍ରଶଂସାରେ ଶତମୁଖ ରାଜ୍ୟପାଳ, ବିଧାନସଭାରେ ୧ ଘଣ୍ଟା ୫୮ ମିନିଟ ରଖିଲେ ବକ୍ତବ୍ୟ
ଭୁବନେଶ୍ୱର,୫।୨: ସୋମବାର ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖି ରାଜ୍ୟ ସରକାରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଠାରୁ ଆରମ୍ଭ କରି ନିଯୁକ୍ତି, ଆଇନ୍ଶୃଙ୍ଖଳା, କୃଷି ଆଦି ସମସ୍ତ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସଫଳତା ବଖାଣିଛନ୍ତି ରାଜ୍ୟପାଳ…
ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ
ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ଗୃହରେ ଅଭିଭାଷଣ ରଖି ଗୃହକାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ…
ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଗୁରୁବାର ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି
ଭୁବନେଶ୍ୱର,୨୨।୧୧: ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ବୁଧବାର ଆଦିବାସୀଙ୍କ ଜମି ପ୍ରସଙ୍ଗରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ବିଧାନସଭା କାର୍ଯ୍ୟ ଆରମ୍ଭ ମାତ୍ରେ ବିରୋଧି ସଦସ୍ୟମାନେ ହାତରେ ପ୍ଲା-କାର୍ଡ ଧରି ଗୃହ ମଧ୍ୟଭାଗକୁ ଆସିବା ସହିତ…
ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ, ସଂଗଠନ ଓ ଦଳୀୟ ଲୋକଙ୍କ ସହ ମିଶିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୮।୧୧: ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବୁଧବାର ସେ ବାଚସ୍ପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ରଜନୀକାନ୍ତ ଅନୁଗୋଳରୁ ବିଧାୟକ ଥିବା ବେଳେ ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିବା କହିଛନ୍ତି। ଆସନ୍ତା ବର୍ଷ ସାଧାରଣ…
Archives


