Odisha Bhawan

ନୂଆଦିଲ୍ଲୀରେ ନିର୍ମାଣ ହେବ ଓଡ଼ିଶା ଭବନ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ…

5 months ago