ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍ ଆଉଟ୍, ୧୨.୮%ରୁ ବଢ଼ି…
ଭୁବନେଶ୍ୱର,୨୦ା୨: ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍ ଆଉଟ୍। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ…
ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି
ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି…
୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…
ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…
ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ଲୋକସେବା ଭବନ, ବିଧାନସଭାର ରୂପରେଖ
ଭୁବନେଶ୍ୱର,୮ା୬: ବଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନୂଆ ଢାଞ୍ଚାରେ ଲୋକସେବା ଭବନ ଏବଂ ବିଧାନସଭା ତିଆରି ହେବ। ପୁରୁଣା ବିଲ୍ଡିଂର ରୂପରେଖ ବଦଳା ଯିବା ପାଇଁ…
୨୨ ବର୍ଷ ପରେ ରାତି ପାହିଗଲା: ସରିଲା ସପ୍ତଦଶ ବିଧାନସଭାର ଅଧିବେଶନ
ଭୁବନେଶ୍ୱର,୪୪(ସୁନିତ୍ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନକୁ ଗୁରୁବାର ଭୋର୍ ସମୟରେ ବାଚସ୍ପତି ସୁରମା ପାଢ଼ୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି। ବୁଧବାର ଅପରାହ୍ନରେ ଗୃହ ଆରମ୍ଭହେବା ମାତ୍ରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ଏବଂ ଓଡ଼ିଶା ରାଜ୍ୟ ରାଜପଥ…
ସରିଲା ବିଧାନସଭାର ଶୀତ ଅଧିବେଶନ, ଧାର୍ଯ୍ୟ କାର୍ଯ୍ୟ ଦିବସ ପୂର୍ବରୁ…
ଭୁବନେଶ୍ୱର,୧୧ା୧୨: ବିଧାନସଭାର ଶୀତ ଅଧିବେଶନ ବୁଧବାର ଶେଷ ହୋଇଛି। ଏଥର ୧୬ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ ହୋଇଛି। ତେବେ ଅନିର୍ଦ୍ଦିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଏହି ଅଧିବେଶନରେ ୧୬ଟୁ ମାତ୍ର…
୨୩ରେ ମନ୍ତ୍ରୀ ପରିଷଦ ବୈଠକ, ୨୬ରେ ଅତିରିକ୍ତ ବଜେଟ୍
ଭୁବନେଶ୍ୱର,୨୧ା୧୧: ଆସନ୍ତା ୨୩ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ। ମନ୍ତ୍ରୀମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି ବଜେଟ୍କୁ ମନ୍ତ୍ରୀ…
ଉଠିଲା ପଡ଼ିଲା ବିଧାନସଭା, ରେଭେନ୍ସାକୁ ନେଇ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ବ୍ୟୋମକେଶ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ ସହ…
Archives


