ରାଜ୍ୟରେ ବଢ଼ିବ ସବ୍ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ
ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍ଡିଭିଜନ ଗଠନ ପାଇଁ ସରକାରଙ୍କୁ ପ୍ରସ୍ତାବ ଆସିଛି। ବରଗଡ଼, ଗଞ୍ଜାମ ଓ କୋରାପୁଟ ଜିଲାରୁ ସର୍ବାଧିକ ପ୍ରସ୍ତାବ ଆସିଛି।…
‘ଛୁଟିରେ ରହିପାରିବେ ନାହିଁ କୌଣସି ସଚିବ’
ଭୁବନେଶ୍ୱର,୧୩ା୨(ରବିନାରାୟଣ ଜେନା): ରାଜ୍ୟକୁ ଉନ୍ନତ କରିବାକୁ ହେବ ଓ ସରକାରୀ କାର୍ଯ୍ୟରେ ଯେଭଳି ବାଧା ନ ଉପୁଜିବ, ତାହାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସବୁ ବିଭାଗର ସଚିବଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯୋଜନା ଓ…


