ଓଡ଼ିଶା ଭାଜପା ସଭାପତି ନିର୍ବାଚନ: ଭୋଟର ତାଲିକା ପ୍ରକାଶ, ଏହିମାନେ ଦେବେ ଭୋଟ ଭୁବନେଶ୍ୱର,୬।୭: ଓଡ଼ିଶା ଭାରତୀୟ ଜନତା ପାର୍ଟି (ଭାଜପା) ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ମୋଟ ୨୭୩ ଜଣ...