Tag Archives: Odisha BJP

ବିଧାୟକଙ୍କୁ ପାଠ ପଢ଼ାଇବେ ନଡ୍ଡା, ଅଭିଜ୍ଞ ସମ୍ପନ୍ନ ନେତାଙ୍କଠାରୁ ଶିଖିବେ ନବାଗତ

ଭୁବନେଶ୍ୱର,୧୧ା୪: ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଶନିବାରଠାରୁ ଅନୁଷ୍ଠିତ ହେବ ବିଜେପିର ୨ ଦିନିଆ କର୍ମଶାଳାନୂଆ ବିଧାୟକଙ୍କୁ ସରକାର କେମିତି ଚାଲେ ବୁଝାଇବେ।...

ପରଲୋକରେ ଧର୍ମେନ୍ଦ୍ରଙ୍କ ବାପା: ଜାଣନ୍ତୁ ଓଡ଼ିଶାରେ ଭାଜପା ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନ

ଭୁବନେଶ୍ୱର,୧୭ା୩: ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ...

ପଞ୍ଚାୟତରାଜ ଦିବସ ରାଜନୀତି: ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର,୪ା୩: ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ରାଜନୀତି ଜୋର ଧରିଛି। ବିରୋଧୀ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଦଳ କହିଛି ”ମାର୍ଚ୍ଚ ୫ରେ ପାଳନ ନକରିବା...

ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ଏଣିକି ଓଡ଼ିଶାରେ ମୂଳଦୁଆ ମଜଭୁତ କରିବ ଦଳ

ଭୁବନେଶ୍ୱର, ୧୬।୨: ରାଜ୍ୟ ସଭାପତି ନିଯୁକ୍ତ ହେବ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ୧୩ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି। ପୂର୍ବରୁ ୧୬ରୁ ଅଧିକ ଜିଲାର ସଭାପତିଙ୍କ ନାଁ ଘୋଷଣା ହୋଇଥିଲା ବେଳେ ରବିବାର ୧୩ ଜିଲା...

ଫେବୃଆରୀ ୧ମ ସପ୍ତାହ ସୁଦ୍ଧା ଭାଜପା ନୂଆ ସଭାପତିଙ୍କ ନାମ ଘୋଷଣା: ସୁକାନ୍ତ

ଭୁବନେଶ୍ୱର, ୩୧ା୧(ସୁନିତ୍‌ ମିଶ୍ର): ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବେ ସେନେଇ ଆସନ୍ତା ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ଘୋଷଣା ହୋଇଯିବ ବୋଲି ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୩ଟି...

ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ରାଜ୍ୟରେ ଚହଳ!

ଭୁବନେଶ୍ୱର,୨୫।୧:ରାଜ୍ୟ ଭାଜପାରେ ବଡ଼ ହଳଚଲ। ୧୯ଟି ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ଦଳ । ଜିଲା ସଭାପତିଙ୍କ ନାଁ ଘୋଷଣା ସହ ଫିଟିଛି ରାଜ୍ୟ ସଭାପତି ର୍ନିବାଚନ ପାଇଁ ବାଟ । ଡବଲ ଇଞ୍ଜିନ ସରକାରର ଉପଲବ୍ଧି...

ଓଡ଼ିଶାରେ ବିଜୟ ପରେ ପ୍ରତିକ୍ରିୟା ଦେଲେ ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଭାଜପାର ବିଜୟ ପରେ ପ୍ରତିକ୍ରିୟା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେ କହିଛନ୍ତି ”ଓଡିଶାରେ ଇତିହାସ ସୃଷ୍ଟି! ଏହି ଐତିହାସିକ ଜନାଦେଶ ପାଇଁ ଓ ଉଭୟ ରାଜ୍ୟ ତଥା ସଂସଦରେ ସେବା କରିବା ପାଇଁ ଭାଜପା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ,...

”ଓଡ଼ିଶାରେ ବହୁଛି ଭାଜପା ହାୱା, ଫୋକସରେ ବିଧାନସଭା ନିର୍ବାଚନ”: ଅମିତ ଶାହା

ଭୁବନେଶ୍ୱର,୧୫ା୫: ବୁଧବାର ଭାଜପା ବରିଷ୍ଠ ନେତା ତଥା ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟରେ ଏକକାଳୀନ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପାଇଁ କଟକରେ ରୋଡ୍ ସୋ କରିଛନ୍ତି। ଏହି ରୋଡ୍ ସୋ ସମାଜ କାର୍ଯ୍ୟାଳୟ ନିକଟରୁ ଆରମ୍ଭ ହୋଇ...

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି ଯଦି ୨୦୧୯ ନିର୍ବାଚନରେ ଦଳ ରାଜ୍ୟରେ ୩୪ ପ୍ରତିଶତ ଭୋଟ୍ ପାଇପାରିଥିଲା, ତେବେ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ ହୋଇପାରିବ। ତେବେ ଖୁବଶୀଘ୍ର ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ଆସିଲେ ଲୋକେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri