ବିଧାନସଭାରେ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ… ରାଜ୍ୟ ବଜେଟ ଅଧିବେଶନ ଏତିକି କୋଟି ପାର!