ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି।...