Tag Archives: Odisha Cabinet

ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୫(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

ଓଡ଼ିଶା ପ୍ରାଶାସନିକ ସେବାକୁ ନେଇ ବଡ଼ ଘୋଷଣା, ବୟସସୀମାରେ ହେଲା ବଦଳ

ଭୁବନେଶ୍ୱର,୨୮।୫: ରାଜ୍ୟ କ୍ୟାବିନେଟରେ ୫ ପ୍ରସ୍ତାବରେ ମୋହର ବାଜିଛି। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି।…

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ…

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ ହୋଇପାରେ।…

ମୋହନଙ୍କ ମନ୍ତ୍ରୀମଣ୍ଡଳ: ଏମାନଙ୍କୁ ମିଳିପାରେ ବଡ଼ ବିଭାଗ! ଲିଷ୍ଟରେ…

ଭୁବନେଶ୍ୱର,୧୩।୬: ଶପଥ ନେଇଛନ୍ତି ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ଜଣେ ଆଦିବାସୀ ନେତା ଅଟନ୍ତି। ଏଥିସହ ଓଡ଼ିଶାକୁ ୨୪ବର୍ଷ ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ମିଳିଛନ୍ତି। ସେମାନେ ହେଲେ ପ୍ରଥମ ଥର ବିଧାୟକ ହୋଇଥିବା ପ୍ରଭାତି ପରିଡା…

ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବର୍ଷର ଶେଷ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ ଟି ବିଭାଗର ମୋଟ ୧୩ଟି ପ୍ରସ୍ତାବ ପାରିତ ହୋଇଛି। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା…

୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ: ଭୁବନେଶ୍ୱର ମେଟ୍ରୋ ରେଳ, ଆମ ହସ୍ପିଟାଲ ଯୋଜନାକୁ ଅନୁମୋଦନ

ଭୁବନେଶ୍ୱର, ୧୪।୧୧: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଫେଜ୍-୧ ଡିପିଆର ଉପରେ ମୋହର ଲାଗିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?