ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ… ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ ଅଧିକ ରହିବା ସାମାଜିକ ବିକାଶ ଦିଗରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଦାରିଦ୍ର୍ୟ,…