ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା
ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ସରକାରର ଏକାଧିକ ମନ୍ତ୍ରୀ ଉପସ୍ଥିତ ଥିଲେ। ବାଲେଶ୍ବର ଫକୀର...
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନିଯୁକ୍ତି
ଭୁବନେଶ୍ୱର, ୨୯।୬: ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଗ୍ରାମୀଣ ବିକାଶ ବିଭାଗ ଦ୍ୱାରା ଜାରି ଏକ ଅଫିସିଆଲ ନୋଟିସ ଅନୁଯାୟୀ, ସାସ୍ୱତ ମିଶ୍ର (IAS, RR-1996), ପ୍ରଧାନ ସଚିବ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି। ସେ ମଧ୍ୟ...
୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ…
ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି...
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କହି ଠକେଇ; ଯୁବକ ଗିରଫ
ରାଉରକେଲା,୨୭ା୪: ରାଉରକେଲା ପୋଲିସ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ...
OISF-OSSF ରେ ଖୁବ୍ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି।...
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ...
ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ମୋଟାମୋଟି ଭାବେ ଶାନ୍ତିପୂର୍ଣ୍ଣ ଅଛି। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ...
ବଢ଼ିଲା ମୁଖ୍ୟମନ୍ତ୍ରୀ ଆର୍ଥିକ କ୍ଷମତା: ଏଣିକି ୧୦୦ କୋଟି ଟଙ୍କା ପର୍ଯ୍ୟନ୍ତ ମଞ୍ଜୁରୀ କରିପାରିବେ, ମନ୍ତ୍ରୀ, ସଚିବଙ୍କ ହେଲା ସୁବିଧା
ଭୁବନେଶ୍ୱର,୧୧।୩: ନିର୍ଣ୍ଣୟ ଗ୍ରହଣକୁ ସୁବ୍ୟବସ୍ଥିତ କରିବା ଏବଂ ସ୍ୱଚ୍ଛତା ବୃଦ୍ଧି କରିବା ପାଇଁ ଓଡିଶା ସରକାର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ବରିଷ୍ଠ ଅମଲାଙ୍କ ପାଇଁ ଆର୍ଥିକ ଅନୁମୋଦନ ସୀମା ପୁନଃଗଠନ କରିଛନ୍ତି। ଆର୍ଥିକ କ୍ଷମତା ନିୟମ, ୧୯୭୮ ରେ ସଂଶୋଧନର...
ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୭୨ ଜଣ ଛାତ୍ର ଆତ୍ମହତ୍ୟା କରିଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୩: ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୭୨ ଜଣ ଛାତ୍ର ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣା ପଛର...
‘ଆମେ ମିଛ କହିବା ସରକାର ନୁହଁ, କାମ କରିବା ସରକାର’: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୩: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ...
ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍ ଏବଂ ୧୫ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରିବାକୁ ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Odisha Budget 2025-26: ୨.୯୦ ଲକ୍ଷ କୋଟିର ବଜେଟ୍, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା
ଭୁବନେଶ୍ୱର,୧୭।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯିଏକି ନିଜ ନିକଟରେ ଅର୍ଥ...
Archives
