Tag Archives: odisha cm

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ।...

ଜାଣନ୍ତୁ ରାଜ୍ୟରେ କେଉଁମାନଙ୍କୁ ମିଳୁଛି Z+ ସୁରକ୍ଷା? କେବଳ ନବୀନଙ୍କୁ ମିଳୁଛି ଏହି ସୁବିଧା

ଭୁବନେଶ୍ୱର,୯।୧୨: ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍‌+ ଶ୍ରଣୀ ସୁରକ୍ଷା ଯୋଗାଇ ଦିଆଯାଉଥିବା ବେଳେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଓ୍ବାଇ+ ସୁରକ୍ଷା ମିଳୁଛି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ...

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା ମୁଖ୍ୟମନ୍ତ୍ରୀ ଇଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା।...

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୨: ଗୁରୁବାର ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଗୁରୁବାର ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ...

ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪।୧୦: ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସମ୍ଭାବ୍ୟ ବାତ୍ୟା ’ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର...

ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ...

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ

ଭୁବନେଶ୍ୱର,୧୬।୮: ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଶୁକ୍ରବାର ଅପରାହ୍ନରେ ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଯୋଗେଶ...

ମୋହନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର; ଦେଲେ ଏପରି ପରାମର୍ଶ

ଭୁବନେଶ୍ୱର,୧୩।୮: ଆଇନ ଓ ନିୟାମକ ଢାଞ୍ଚା ଅନୁଯାୟୀ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ୨୦୨୦ ରେ ଥିବା ଅସଙ୍ଗତିକୁ ଠିକ୍ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରିଛନ୍ତି। ମାଝୀଙ୍କୁ...

୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଆସନ୍ତା ଶୁକ୍ରବାର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ; ରହିଛି ବଡ଼ ବୈଠକ

ଭୁବନେଶ୍ୱର,୨୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri