ଆଇପିଏଲ୍ ୨୦୨୪ରେ ଚମକିବେ ଓଡ଼ିଶାର ଏହି ଖେଳାଳି, ନିଲାମ ପାଇଁ ପଞ୍ଜିକରଣ କଲେ ଏତିକି… ନୂଆଦିଲ୍ଲୀ, ୮।୧୨: ଇଣ୍ଡିଆନ ପ୍ରିମିଅର ଲିଗ ୨୦୨୪ (ଆଇପିଏଲ୍)ରେ ଚମକିବେ ଓଡ଼ିଶା ଖେଳାଳି। ଡିସେମ୍ବର ୧୯ ତାରିଖରେ ଆଇପିଏଲ୍ ନିଲାମୀ ପାଇଁ ଓଡିଶାରୁ ୧୬ ଖେଳାଳି ପଞ୍ଜିକୃତ କରିଥିବା ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ସୂଚନା ମିଳିଛି। ସମସ୍ତ ଖେଳାଳିଙ୍କର...