ଓଡ଼ିଶାରେ ଅଛନ୍ତି କେତେ ଡଲଫିନ୍ ? ଆସିଲା ନୂଆ ଗଣନା ରିପୋର୍ଟ ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ...