ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା ଭୁବନେଶ୍ୱର,୧୨।୭: ମୁଣ୍ଡରେ ନାଲି ଗାମୁଛା, ଦେହରେ ମାଟିଆ ପୋଷାକ। ଘର ଆଠମଲ୍ଲିକ। ରାଜ୍ୟ ରାଜନୀତିକୁ ହୁଲସ୍ତୁଲ କରୁଛନ୍ତି ଏହି ନେତା। ଏହି ନେତାଜଣକ ୪ଦିନ ଧରି ରାଜ୍ୟରେ ଡ୍ରାଇଭର ସଂଘ ଆନ୍ଦୋଳନକୁ ଆଗକୁ ବଢାଉଛନ୍ତି। ବଡ଼ବଡ଼ ନେତାଙ୍କ ଠାରୁ ମନ୍ତ୍ରୀ...