ଆବକାରୀ ଅଧୀକ୍ଷକଙ୍କୁ ରାସ୍ତା ମଝିରେ ଅଟକାଇଲା ଭିଜିଲାନ୍ସ; ୩ ଲକ୍ଷ ଟଙ୍କା ନଗଦ ଜବତ ଢେଙ୍କାନାଳ, ୨୯।୪: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ମାର୍ଗମଧ୍ୟରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ଜବତ କରିଛି। ଢେଙ୍କାନାଳର ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କ ଅବୈଧ ଅର୍ଥ ସମ୍ପର୍କରେ...