ଭୁବନେଶ୍ୱର,୨୪ା୯: ଓଡ଼ିଶାର କୃଷି କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ ହୋଇଛି। ଢେଙ୍କାନାଳର ‘ସପ୍ତଶଯ୍ୟା କୃଷକ ଉତ୍ପାଦକ କମ୍ପାନୀ’ ପ୍ରଥମ ଥର ପାଇଁ ୧୦୦ କିଲୋ ସାରୁ…