ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ପଦ ପୂରଣ ହେବ
ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ ଗୁରୁତ୍ୱ ଦେଇଛନ୍ତି। ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା...
ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର
ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ ହୋଇଛି। ସୋମବାର ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ...
ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା
ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧି...
ହିତାଧିକାରୀଙ୍କ ପାଇଁ e-KYC ଅବଧି ବୃଦ୍ଧି କଲେ ସରକାର, ଏହି ଦିନ ଯାଏ ଶେଷ ସୁଯୋଗ
ଭୁବନେଶ୍ୱର,୨।୧୧: ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ e-KYC ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରିଛନ୍ତି। ଏହି ଅବଧି ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ହିତାଧିକାରୀମାନେ ଏପର୍ଯ୍ୟନ୍ତ e-KYC କରାଇ ନାହାନ୍ତି,...
ପାର୍ଟ ପ୍ଲଟ ପଞ୍ଜୀକରଣ ପାଇଁ ନୂଆ SOP ଜାରି କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୧୩।୧୦: ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ ନୂଆ ମାନକ ପ୍ରକ୍ରିୟା (SOP) ଜାରି କରିଛି। ଏହା ପୂର୍ବ ନିୟମଗୁଡ଼ିକୁ ବାତିଲ କରି ଏକରୂପତା ଓ ଜନସାଧାରଣଙ୍କ...
୧୫ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଓଡିଶା ସରକାର
ଭୁବନେଶ୍ୱର,୧୦।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୮ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା...
ଗାଡ଼ି ଚାଲାଣ ଫାଇନ୍ ଅଧା: ୫୦% କୋହଳ ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ଚାଲାଣ ଜରିମାନାରେ ୫୦ ପ୍ରତିଶତ କୋହଳ ଘୋଷଣା କରି ଗାଡ଼ି ଚାଳକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଚଳିତ ବର୍ଷ ଜୁଲାଇ ୩୧ ତାରିଖ ପୂର୍ବରୁ ଚାଲାଣ କଟିଥିବା ବ୍ୟକ୍ତିମାନେ ଜରିମାନାର ଅଧା ଅର୍ଥାତ୍ ୫୦% ପରିମାଣ...
ଏଣିକି ହାତପାଆନ୍ତାରେ ମିଳିବ ସରକାରୀ ସେବା, ସରକାର ଲଞ୍ଚ କଲେ ହ୍ବାଟ୍ସଅପ୍ ନମ୍ବର
ଭୁବନେଶ୍ୱର,୨୬।୯: ଓଡ଼ିଶା ସରକାର ମେଟା ସହଯୋଗରେ ‘ଆମ ସାଥୀ’ ଓ୍ଵାଟସଆପ ଚାଟବଟ ଓ ORTPSA ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ ୨.୦ ଉନ୍ମୋଚନ କରିଛନ୍ତି। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଦେଶର ଦ୍ୱିତୀୟ ରାଜ୍ୟ ଭାବେ...
ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବସ୍ ଯାତ୍ରାକୁ ଓଡ଼ିଶା ସରକାରଙ୍କ ମଞ୍ଜୁରୀ
ଭୁବନେଶ୍ୱର,୧୭।୯: ସ୍କୂଲ ଛାତ୍ରୀଛାତ୍ରଙ୍କ ପାଇଁ ନିରବଚ୍ଛିନ୍ନ ଯାତାୟାତ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ବସ୍ ସେବା (ଏମବିଏସ) ଯୋଜନା ଅଧୀନରେ ‘ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ବସ୍ ଯାତ୍ରା’କୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅଗଷ୍ଟ ୨୧, ୨୦୨୫ରେ...
ବକେୟା ଟ୍ରାଫିକ ଚାଲାଣ ପୈଠ ପାଇଁ ସୁବର୍ଣ୍ଣ ସୁଯୋଗ ଆଣିଲେ ଓଡ଼ିଶା ସରକାର, ଜାଣନ୍ତୁ
ଭୁବନେଶ୍ୱର,୧୦ା୯: ସଡ଼କ ସୁରକ୍ଷା ଓ ମୋଟର ଯାନ ନିୟମ ପାଳନ କ୍ଷେତ୍ରରେ ଓଡ଼ିଶା ସରକାର ୩୧ ଜୁଲାଇ ୨୦୨୫ ସୁଦ୍ଧା ବକେୟା ଇ-ଚାଲାଣ ପାଇଁ ଏକକାଳୀନ ସମାଧାନ (OTS) ଯୋଜନା ଘୋଷଣା କରିଛନ୍ତି। ଏହା ହ୍ରାସିତ ଜରିମାନା ପୈଠ କରି...
ସରକାରୀ ନିଯୁକ୍ତି ପରୀକ୍ଷା ପାଇଁ ରାଜ୍ୟ ସରକାର ନେଲେ ବଡ ନିଷ୍ପତ୍ତି, ଆଶାୟୀଙ୍କ ପାଇଁ ଖୁସି ଖବର
ଭୁବନେଶ୍ୱର,୧୦ା୯: ରାଜ୍ୟ ସରକାର ସରକାରୀ ପଦବୀ ଓ ସେବାରେ ନିଯୁକ୍ତି ପାଇଁ ଆବେଦନ ଓ ପରୀକ୍ଷା ଫିସ୍ ପ୍ରଦାନ ବନ୍ଦ ନିୟମାବଳୀ, ୨୦୨୨କୁ ବାତିଲ କରି ନୂତନ ନିଷ୍ପତ୍ତି ନେଇଛନ୍ତି। ଏଣିକି ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ଭିନ୍ନକ୍ଷମ...
୩ ହଜାରରୁ ଅଧିକ ଐତିହାସିକ କୀର୍ତ୍ତିରାଜିର ପୁନରୁଦ୍ଧାର କରିବେ ରାଜ୍ୟ ସରକାର
ଭୁବନେଶ୍ୱର,୨୬।୮: ରାଜ୍ୟର ଐତିହାସିକ ମନ୍ଦିର ଓ କୀର୍ତ୍ତିରାଜିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂସ୍କୃତି ବିଭାଗ ଏକ ନୂଆ ହେରିଟେଜ୍ ପଲିସି ପ୍ରଣୟନ କରିବାକୁ ନିଷ୍ପତ୍ତି ନେଇଛି। ଏହି ବିଷୟରେ ଆଲୋଚନା ପାଇଁ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ...
Archives


