ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ପଦ ପୂରଣ ହେବ ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ ଗୁରୁତ୍ୱ ଦେଇଛନ୍ତି। ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା...