odisha government

୧୯ଟି ଶିଳ୍ପକୁ ମଞ୍ଜୁରୀ କଲେ ରାଜ୍ୟ ସରକାର, ସୃଷ୍ଟି ହେବ ୮,୨୦୦ରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୦ା୮: ଶିଳ୍ପ ବିକାଶକୁ ଗୁରୁତ୍ୱ ଦେଇ ମୋଟ ୪,୫୧୫ କୋଟି ଟଙ୍କାର ୧୯ଟି ନୂଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ଓଡ଼ିଶା ସରକାର। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ…

4 months ago

ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ: ହାଇକୋର୍ଟଙ୍କୁ ସରକାରଙ୍କ ସୂଚନା

ଢେଙ୍କାନାଳ,୮।୮: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା…

4 months ago

ମିଲର୍ସ ସାଜିଛନ୍ତି ହର୍ତ୍ତାକର୍ତ୍ତା: ଧାନ ରଖିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ନାହିଁ ଯଥେଷ୍ଟ ପଣ୍ୟାଗାର

ଭୁବନେଶ୍ୱର,୭ା୮(ରବିନାରାୟଣ ଜେନା): ଖାଦ୍ୟଶସ୍ୟ ଉତ୍ପାଦନରେ ଦେଶରେ ଓଡ଼ିଶା ଏବେ ୪ର୍ଥତମ ବଳକା ରାଜ୍ୟ ରୂପେ ପରିଗଣତି ହେଉଛି। ରାଜ୍ୟରେ ପ୍ରତିବର୍ଷ ଧାନଫସଲ ଉତ୍ପାଦନ ବଢ଼ୁଛି, ଯେଉଁଥିପାଇଁ ରାଜ୍ୟ…

4 months ago

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି।…

4 months ago

ଅନାସ୍ଥା ପ୍ରସ୍ତାବ ନେଇ ବିଜେଡି-କଂଗ୍ରେସ ମଧ୍ୟରେ ତର୍ଜମା, ବିଜେଡି ଦେଲା ବଡ ସଙ୍କେତ

ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ…

5 months ago

ନକଲି ଚାଷୀଙ୍କୁ ଚିହ୍ନଟ କରିବେ ସରକାର: ବଡ ଘୋଷଣା କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର,୨୨।୭: ଓଡ଼ିଶା ସରକାର ନକଲି ଚାଷୀଙ୍କୁ ଚିହ୍ନଟ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି। ରାଜ୍ୟର ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ…

5 months ago

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପୂର୍ବରୁ ରାଜ୍ୟ ସରକାରଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା: ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ…

5 months ago

ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି: ଏବେ ମିଳିବ ଏତିକି ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ…

5 months ago

ଓଡ଼ିଶା ସରକାରଙ୍କ ତାଗିଦ: କର୍ମଚାରୀଙ୍କ ବାୟୋମେଟ୍ରିକ ହାଜିରା ବାଧ୍ୟତାମୂଳକ, ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ ଛାଡ଼ିବା ମନା

ଭୁବନେଶ୍ୱର,୨୪ା୫: ଓଡ଼ିଶା ଗ୍ରାମୀଣ ଉନ୍ନୟନ ବିଭାଗ କର୍ମଚାରୀଙ୍କ ହାଜିରା ରେକର୍ଡ ବାୟୋମେଟ୍ରିକ ମେସିନ ଜରିଆରେ ବାଧ୍ୟତାମୂଳକ କରିଛି ଏବଂ ସମସ୍ତ କର୍ମଚାରୀଙ୍କୁ ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ…

6 months ago

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା

ଭୁବନେଶ୍ୱର,୧୫।୫: ଚାଷୀମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଓଡ଼ିଶା ସରକାର ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ…

7 months ago

୯୭ କୋଟି ଅନୁମୋଦନ କଲେ ରାଜ୍ୟ ସରକାର, ଏହି ଜିଲାରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର,୧୪।୫: ଓଡ଼ିଶା ସରକାର ରାଜ୍ୟରେ ଜଳସେଚନ ତଥା ଶିଳ୍ପ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

7 months ago

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ…

7 months ago