ଧାରଣାରତ ରାଜସ୍ଵ କର୍ମଚାରୀଙ୍କୁ କାର୍ଯ୍ୟାନୁଷ୍ଠାନ ସରକାରଙ୍କ ଚେତାବନୀ
ଭୁବନେଶ୍ୱର,୨୫ା୮: ରାଜ୍ୟରେ ଧାରଣାରତ ରାଜସ୍ଵ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜସ୍ଵ ବିଭାଗ ଚେତାବନୀ ଦେଇଛି। ଏ ନେଇ ସମସ୍ତ ଜିଲାପାଳଙ୍କୁ ରାଜସ୍ଵ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି। ଚିଠିରେ ଛୁଟିରେ ଥିବା ସମସ୍ତ କର୍ମଚାରୀଙ୍କ...
ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ, ୮୦୦ ଟଙ୍କା ଇନ୍ପୁଟ୍ ସବସିଡି…
ଭୁବନେଶ୍ୱର,୨୫।୮: ଓଡ଼ିଶାରୁ ଦାଦନ ଶ୍ରମିକ ସମସ୍ୟାକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟ ସରକାର ଏକ ବଡ଼ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛନ୍ତି। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏହି ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶାର ଶ୍ରମିକମାନେ ଯେଉଁ ରାଜ୍ୟକୁ ଦାଦନ...
ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ, ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ…
ଭୁବନେଶ୍ୱର,୨୫ା୮: ନବୀନ ନିବାସରେ ସୋମବାର ପହଞ୍ଚିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ...
୧୯ଟି ଶିଳ୍ପକୁ ମଞ୍ଜୁରୀ କଲେ ରାଜ୍ୟ ସରକାର, ସୃଷ୍ଟି ହେବ ୮,୨୦୦ରୁ ଅଧିକ ନିଯୁକ୍ତି
ଭୁବନେଶ୍ୱର,୨୦ା୮: ଶିଳ୍ପ ବିକାଶକୁ ଗୁରୁତ୍ୱ ଦେଇ ମୋଟ ୪,୫୧୫ କୋଟି ଟଙ୍କାର ୧୯ଟି ନୂଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ଓଡ଼ିଶା ସରକାର। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗିଲ ୱିଣ୍ଡୋ କମିଟି (SLSWCA) ବୈଠକରେ...
ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ: ହାଇକୋର୍ଟଙ୍କୁ ସରକାରଙ୍କ ସୂଚନା
ଢେଙ୍କାନାଳ,୮।୮: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା ୩ ଏବଂ ଓଡ଼ିଶା ପୌର ନିଗମ ଆଇନ, ୨୦୦୩ର ଧାରା ୫୬୨...
ମିଲର୍ସ ସାଜିଛନ୍ତି ହର୍ତ୍ତାକର୍ତ୍ତା: ଧାନ ରଖିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ନାହିଁ ଯଥେଷ୍ଟ ପଣ୍ୟାଗାର
ଭୁବନେଶ୍ୱର,୭ା୮(ରବିନାରାୟଣ ଜେନା): ଖାଦ୍ୟଶସ୍ୟ ଉତ୍ପାଦନରେ ଦେଶରେ ଓଡ଼ିଶା ଏବେ ୪ର୍ଥତମ ବଳକା ରାଜ୍ୟ ରୂପେ ପରିଗଣତି ହେଉଛି। ରାଜ୍ୟରେ ପ୍ରତିବର୍ଷ ଧାନଫସଲ ଉତ୍ପାଦନ ବଢ଼ୁଛି, ଯେଉଁଥିପାଇଁ ରାଜ୍ୟ ସରକାର ଚାଷୀଙ୍କଠାରୁ ପ୍ରତିବର୍ଷ ଧାନ ସଂଗ୍ରହ ପରିମାଣ ବଢ଼ାଇ ଚାଲିଛନ୍ତି। ଖରିଫ୍...
ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା
ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ...
ଅନାସ୍ଥା ପ୍ରସ୍ତାବ ନେଇ ବିଜେଡି-କଂଗ୍ରେସ ମଧ୍ୟରେ ତର୍ଜମା, ବିଜେଡି ଦେଲା ବଡ ସଙ୍କେତ
ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ଅନାସ୍ଥା ପ୍ରସ୍ତାବ ଘୋଷଣାକୁ ଜବାବ ଦେଇ ବିଜୁ ଜନତା ଦଳ...
ନକଲି ଚାଷୀଙ୍କୁ ଚିହ୍ନଟ କରିବେ ସରକାର: ବଡ ଘୋଷଣା କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର,୨୨।୭: ଓଡ଼ିଶା ସରକାର ନକଲି ଚାଷୀଙ୍କୁ ଚିହ୍ନଟ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି। ରାଜ୍ୟର ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ, ଚାଷୀମାନଙ୍କର e-KYC (ଇଲେକ୍ଟ୍ରୋନିକ ନୋ...
୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପୂର୍ବରୁ ରାଜ୍ୟ ସରକାରଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା: ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୬ା୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ...
ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି: ଏବେ ମିଳିବ ଏତିକି ଲକ୍ଷ ଟଙ୍କା…
ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ।...
ଓଡ଼ିଶା ସରକାରଙ୍କ ତାଗିଦ: କର୍ମଚାରୀଙ୍କ ବାୟୋମେଟ୍ରିକ ହାଜିରା ବାଧ୍ୟତାମୂଳକ, ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ ଛାଡ଼ିବା ମନା
ଭୁବନେଶ୍ୱର,୨୪ା୫: ଓଡ଼ିଶା ଗ୍ରାମୀଣ ଉନ୍ନୟନ ବିଭାଗ କର୍ମଚାରୀଙ୍କ ହାଜିରା ରେକର୍ଡ ବାୟୋମେଟ୍ରିକ ମେସିନ ଜରିଆରେ ବାଧ୍ୟତାମୂଳକ କରିଛି ଏବଂ ସମସ୍ତ କର୍ମଚାରୀଙ୍କୁ ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ ଛାଡ଼ିବାକୁ ନିଷେଧ କରିଛି। ବିଭାଗ ଆହୁରି କହିଛି ଯେ ଯଦି କୌଣସି...
Archives


