ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି: ୮ ମାର୍ଚ୍ଚରେ କେଉଁମାନେ ପାଇବେ ଟଙ୍କା, ଜାଣନ୍ତୁ
ଭୁବନେଶ୍ୱର,୨୫।୨: ୨୦୨୫ ମାର୍ଚ୍ଚ ୮ ତାରିଖରେ, ଅନ୍ତର୍ଜାତୀୟ ମହିଳା ଦିବସ ସହିତ ସୁଭଦ୍ରା ଯୋଜନା ଅଧୀନରେ ଓଡ଼ିଶାର ପ୍ରାୟ ୧ କୋଟି ଯୋଗ୍ୟ ମହିଳା ୫,୦୦୦ ଟଙ୍କାର ଦ୍ୱିତୀୟ କିସ୍ତି ପାଇବେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିକଟରେ ଏକ ବିବୃତ୍ତିରେ...
ରାଜ୍ୟ ସରକାର କଲେ ବଡ଼ ଘୋଷଣା: ଏହିଦିନ ମଧ୍ୟରେ ବିକ୍ରି କରିଦିଅନ୍ତୁ ଧାନ…
ଭୁବନେଶ୍ୱର,୨୫ା୨: ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦେଇଥିବା...
କ୍ଷମତାକୁ ଆସିବା ପରେ ଏତିକି ଯୋଜନା ଆରମ୍ଭ କଲେଣି ମୋହନ ସରକାର, ବିଧାନସଭାରେ ଦେଲେ ସୂଚନା
ଭୁବନେଶ୍ୱର,୨୦।୨: ରାଜ୍ୟରେ ପୂର୍ବ ବିଜେଡି ସରକାର ଦ୍ୱାରା ଆରମ୍ଭ ହୋଇଥିବା ଯୋଜନାଗୁଡ଼ିକୁ ବନ୍ଦ ନକରି ଓଡ଼ିଶା ସରକାର ନଅଟି ନୂତନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହା କହିଛନ୍ତି। ଘସିପୁରା ବିଧାୟକ ବଦ୍ରି...
ନୂଆମୋଡ଼ ନେଲା ASO ଙ୍କୁ ପୂର୍ବତନ ରାଜ୍ୟପାଳଙ୍କ ପୁଅ ମାଡ଼ ମାମଲା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ
ଭୁବନେଶ୍ୱର,୧୭।୨: ଗତ ବର୍ଷ ଜୁଲାଇ ମାସରେ ପୁରୀରେ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଦ୍ୱାରା ରାଜଭବନ କର୍ମଚାରୀଙ୍କ ଉପରେ ହୋଇଥିବା ଶାରୀରିକ ଆକ୍ରମଣ ରାଜ୍ୟ ରାଜନୀତିକୁ ସରଗରମ କରିଥିଲା। ଘଟଣାରେ ସରକାରୀ କାର୍ଯ୍ୟାନୁଷ୍ଠାନକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ...
୪ ବର୍ଷରେ ୩୬୦୦୦ରୁ ଅଧିକ ମହିଳା, ୮୪୦୦ ଶିଶୁ ନିଖୋଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୨: ରାଜ୍ୟରେ ହ୍ରାସ ପାଉନି ମହିଳା ବିରୋଧୀ ଅପରାଧ। ଗତ ୮ ମାସରେ ୧୮ ହଜାରଟି ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଛି। ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତରରେ...
ଓଡିଶାରେ IAS, IPS ଅଧିକାରୀଙ୍କ ଅଭାବ: ଖାଲି ପଡ଼ିଛି ୧୭୫ ପଦବୀ
ଭୁବନେଶ୍ୱର,୧୭।୨: ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (IAS) ଏବଂ ଭାରତୀୟ ପୋଲିସ ସେବା (IPS) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ ସମସ୍ୟା ଏବଂ ଆଇନ ଶୃଙ୍ଖଳାକୁ ବିଗାଡିବାର ଇଙ୍ଗିତ କରୁଛି। ସୋମବାର ବିଧାନସଭାରେ...
ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ
ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ
ଭୁବନେଶ୍ୱର,୧୧।୨: ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ। ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ ମଧ୍ୟାହ୍ନ ଭୋଜନ...
ଓଡ଼ିଶାରେ ବିବାହ ବିଚ୍ଛେଦ ରୋକିବେ ରାଜ୍ୟ ସରକାର: ଲାଗୁ କରିବେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ଭୁବନେଶ୍ୱର,୧୧।୨: ଓଡିଶାରେ ଛାଡପତ୍ରର ସଂଖ୍ୟାକୁ ରୋକିବା ଉଦ୍ଦେଶ୍ୟରେ ଦମ୍ପତିଙ୍କ ପାଇଁ ବୈବାହିକ ପରାମର୍ଶ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ସରକାର ଶୀଘ୍ର...
ନୂଆ ଯୋଜନା ଘୋଷଣା କଲେ ରାଜ୍ୟ ସରକାର: ପୁତ୍ର ସନ୍ତାନ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଜାଣନ୍ତୁ ଝିଅଙ୍କୁ କେତେ ?
ଭୁବନେଶ୍ୱର,୧୧।୨: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ...
ପ୍ରତି ବ୍ଲକରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପାଇଁ ୪୧୨୪ କୋଟି ଟଙ୍କା ଖର୍ଚ୍ଚ କରିବେ ଓଡିଶା ସରକାର
ଭୁବନେଶ୍ୱର,୧୦।୨: ଓଡ଼ିଶାର ସମସ୍ତ ୩୧୪ ଗୋଟି ବ୍ଲକରେ ଷ୍ଟାଡିୟମ ନିର୍ମାଣ କରାଯିବା। ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ କରିବା ନିମନ୍ତେ ୪୧୨୪ କୋଟି ଟଙ୍କାର ବ୍ୟୟ ଅଟକଳ ସ୍ଥିର କରାଯାଇଛି। ଏହି ବ୍ଲକ ସ୍ତରୀୟ ଷ୍ଟାଡିୟମ ପ୍ରାୟ ୮ ରୁ...
Odisha Government: ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି, ଏଣିକି ସବୁ ଗାଁ ଲୋକଙ୍କୁ ମିଳିବ…
ଭୁବନେଶ୍ୱର,୩୧।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ମାର୍ଗଦର୍ଶିକା ଜିଲାପାଳ ଏବଂ ବିଡ଼ିଓଙ୍କ ପାଖକୁ ପଠାଯାଇଛି।...
Archives


