ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ Task Force ଗଠନ
ଭୁବନେଶ୍ୱର,୨୧।୧: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ Task Force ଗଠନ କରାଯାଇଛି। ସେଥିରେ କୋରାପୁଟ ଲୋକ ସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ…
ଓଡ଼ିଶାରେ ୪୪ ହଜାର ୭୯୩ କୋଟି ଟଙ୍କା ଟଙ୍କାର ନିବେଶକୁ ଗ୍ରୀନ ସିଗନାଲ ଦେଲେ ସରକାର
ଭୁବନେଶ୍ୱର,୬।୧: ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି। ଏହି ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩୦୦୫…
ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର
ଭୁବନେଶ୍ୱର,୬।୧: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା…
ଜାତୀୟ ଖୋ ଖୋ ଟିମ୍ର ପ୍ରଯୋଜକ ହେବେ ଓଡ଼ିଶା ସରକାର
ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ…
ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ
ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା…
ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି, ଦୁଇଗୁଣା ହେଲା ପେନ୍ସନ
ଭୁବନେଶ୍ୱର,୨।୧: ଭାରତର ସ୍ୱାଧୀନତା ସଂଗ୍ରାମରେ ସେମାନଙ୍କର ପ୍ରମୁଖ ଭୂମିକାକୁ ସ୍ୱୀକୃତି ଦେଇ ଓଡ଼ିଶା ସରକାର ଗୁରୁବାର ସ୍ୱାଧୀନତା ସଂଗ୍ରାମୀଙ୍କ ପାଇଁ ପେନ୍ସନ୍ରେ ଯଥେଷ୍ଟ ବୃଦ୍ଧି ଘୋଷଣା କରିଛନ୍ତି। ଭାରତର ସ୍ୱାଧୀନତା ସଂଗ୍ରାମ ସମୟରେ ଯେଉଁମାନେ କାରାଗାରର ସମ୍ମୁଖୀନ ହୋଇଥିଲେ ସେମାନଙ୍କ ପାଇଁ…
୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର
ଭୁବନେଶ୍ୱର,୧।୧: ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪ ହଜାର ୨୨୨ କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ମିଳିଛି। ରାଜ୍ୟର ୧୧ଟି ଜିଲାରେ ଏସବୁ…
ବାଇକ୍, ଫ୍ରିଜ୍ ଥିଲେ ମିଳିବ ପିଏମ୍ ଆବାସ ଘର, ସର୍ତ୍ତାବଳୀକୁ କୋହଳ କଲେ ସରକାର
ଭୁବନେଶ୍ୱର,୨୮ା୧୧(ଅନିଲ ଦାସ): ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେକରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ ହୋଇପାରିବେ।…
୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ
ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍ ସ୍ଥାନୀୟସ୍ତରରେ ସୋଲାର ସେଲ୍ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍ ଶକ୍ତି ଭାରତର ୫ ରାଜ୍ୟକୁ ଯୋଗାଣ ପାଇଁ ଏକ ଠିକା ପାଇଥିଲା। କେନ୍ଦ୍ର ସରକାରଙ୍କ ସୋଲାର ଏନର୍ଜି…
ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର
ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଦିବାସୀମାନଙ୍କର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି।…
ବଦଳି, ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୧।୧୧: ବଦଳି, ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କୁ ବଡ଼ ଝଟକା। ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି କରିଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାର ଏକ ନୂଆ…
ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ
ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ ବାଣ ଫୁଟାଇ ପାରିବେ ସେନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି…
Archives


