Tag Archives: odisha government

ହକି ହିରୋଙ୍କୁ ଭବ୍ୟ ସମ୍ବର୍ଦ୍ଧନା: ପ୍ରତ୍ୟେକ ହକି ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ତା,୨୧,୮: ବୁଧବାର ଭୁବନେଶ୍ବର ଥିଲା ଉତ୍ସବ ମୁଖରିତ। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍‌ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ବୁଧବାର ସମସ୍ତ ଖେଳାଳୀ ଓ ସହାୟକ...

ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସରକାର: ହଇଜା, ମ୍ୟାଲେରିଆ, ଡେଙ୍ଗୁ ଜଗ

ଭୁବନେଶ୍ୱର,୨୫।୭: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିଲା ବେଳେ ହଇଜା, ମ୍ୟାଲେରିଆ, ଡେଙ୍ଗୁ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ସମସ୍ତ ଜିଲାପାଳ, ମୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଦିନରେ ହଇଜାରେ ପ୍ରାୟ ୧୦ ବର୍ଷରୁ କମ୍ ଶିଶୁ...

ଗ୍ରାମ ପଞ୍ଚାୟତରେ କାମ କରୁଥିବା କାରିଗରମାନଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର, ମିଳିବ ୬୫୦୦ ଟଙ୍କା

ଭୁବନେଶ୍ୱର,୨୩।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ବର୍ତ୍ତମାନର ପାରିଶ୍ରମିକ...

କଲ୍ୟାଣୀ ଷ୍ଟିଲ ସହିତ ବୁଝାମଣାପତ୍ର ସ୍ଵାକ୍ଷର କଲେ ଓଡ଼ିଶା ସରକାର, ସୃଷ୍ଟି ହେବ ୧୨ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୩।୨: ଓଡ଼ିଶା ସରକାର ଶୁକ୍ରବାର କଲ୍ୟାଣୀ ଷ୍ଟିଲ ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଏହା ସହିତ ରାଜ୍ୟରେ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ି ହୋଇଛି। ଓଡିଶା ସରକାର ଏବଂ କଲ୍ୟାଣୀ ଷ୍ଟିଲ ମଧ୍ୟରେ...

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଅଧା ଦିନ ବନ୍ଦ ରହିବ ଓଡ଼ିଶା ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍‌ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ।...

ତୀରନ୍ଦାଜ ଏବଂ ସ୍ପୋର୍ଟ କ୍ଲାଇମ୍ବିଂ ପାଇଁ ପ୍ରତିଷ୍ଠା ହେବ ହାଇ ପରଫରମାନ୍ସ ସେଣ୍ଟର, ଟାଟା ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୩।୧୨: ଭାରତୀୟ କ୍ରୀଡା ଜଗତର ଭବିଷ୍ୟତ ପାଇଁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ତୀରନ୍ଦାଜ ଏବଂ ସ୍ପୋର୍ଟ କ୍ଲାଇମ୍ବିଂ ପାଇଁ ହାଇ ପରଫରମାନ୍ସ ସେଣ୍ଟର ପ୍ରତିଷ୍ଠା କରିବାକୁ ଟାଟା ଷ୍ଟିଲ ସହିତ ହାତ ମିଶାଇଛନ୍ତି ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ...

ସରକାରୀ କର୍ମଚାରୀଙ୍କ ପାଇଁ ଦଶହରା ଭେଟି ଦେଲେ ରାଜ୍ୟ ସରକାର, ୪% ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର, ୨୦/୧୦: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ରାଜ୍ୟ ସରକାର ମହଙ୍ଗା ଭତ୍ତା (ଡିଏ) ଏବଂ ଅତିରିକ୍ତ ଭତ୍ତା(ଟିଆଇ) ୪% ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନ ମହଙ୍ଗା ଭତ୍ତା ୪୨% ଥିବା ବେଳେ ୪୬% କୁ...

ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri