Tag Archives: odisha governor

ରାଷ୍ଟ୍ରପତିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ରାଜ୍ୟପାଳ, ଯୋଗଦେଲେ ମାନ୍ୟଗଣ୍ୟ ବ୍ୟକ୍ତି

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତିଙ୍କ…

ମେଡିକାଲ, ବସଷ୍ଟାଣ୍ଡ ସମସ୍ୟା ନେଇ ରାଜ୍ୟପାଳଙ୍କୁ ଦାବିପତ୍ର

କୋରାପୁଟ,୧୦ା୯(ଅମିତାଭ ବେହେରା): କୋରାପୁଟ ଗସ୍ତରେ ଅଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । କୋରାପୁଟରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ କୋରାପୁଟ ସଚେତନ ନାଗରିକ ତରଫରୁ ବୁଧବାର ରାଜ୍ୟପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଚେତନ ନାଗରିକ ତରଫରୁ କୁହାଯାଇଛି…

ଖୋର୍ଦ୍ଧା ଗସ୍ତରେ ରାଜ୍ୟପାଳ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

ଖୋର୍ଦ୍ଧା,୨୨ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଖୋର୍ଦ୍ଧା ଗସ୍ତ କରିଛନ୍ତି। ରାଜ୍ୟପାଳ ଏହି ସମୟରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା ଜିଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କିଭଳି…

ନୂଆମୋଡ଼ ନେଲା ASO ଙ୍କୁ ପୂର୍ବତନ ରାଜ୍ୟପାଳଙ୍କ ପୁଅ ମାଡ଼ ମାମଲା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୭।୨: ଗତ ବର୍ଷ ଜୁଲାଇ ମାସରେ ପୁରୀରେ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଦ୍ୱାରା ରାଜଭବନ କର୍ମଚାରୀଙ୍କ ଉପରେ ହୋଇଥିବା ଶାରୀରିକ ଆକ୍ରମଣ ରାଜ୍ୟ ରାଜନୀତିକୁ ସରଗରମ କରିଥିଲା। ଘଟଣାରେ ସରକାରୀ କାର୍ଯ୍ୟାନୁଷ୍ଠାନକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଥିଲେ।…

ରଘୁବର ଦାସଙ୍କ ଇସ୍ତଫା ପରେ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବଢ଼ିଲା ଦାବି

ଭୁବନେଶ୍ୱର,୨୬ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିବା ପରେ ହରିବାବୁ କମ୍ଭମପତିଙ୍କୁ ରାଜ୍ୟର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରଘୁବରଙ୍କ ଇସ୍ତଫା ପରେ ତାଙ୍କ ପୁଅଙ୍କ ବିରୋଧରେ ହୋଇଥିବା ଆକ୍ରମଣ ମାମଲାରେ କାର୍ଯ୍ୟାନୁଷ୍ଠାନ…

ଜାଣନ୍ତୁ ରାଜ୍ୟରେ କେଉଁମାନଙ୍କୁ ମିଳୁଛି Z+ ସୁରକ୍ଷା? କେବଳ ନବୀନଙ୍କୁ ମିଳୁଛି ଏହି ସୁବିଧା

ଭୁବନେଶ୍ୱର,୯।୧୨: ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍‌+ ଶ୍ରଣୀ ସୁରକ୍ଷା ଯୋଗାଇ ଦିଆଯାଉଥିବା ବେଳେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଓ୍ବାଇ+ ସୁରକ୍ଷା ମିଳୁଛି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ କୌଣସ…

‘ରାଜ୍ୟପାଳଙ୍କ ପୁଅ ଉପରେ କିଛି କାର୍ଯ୍ୟାନୁଷ୍ଠାନ ନହେବା ବ୍ୟଥିତ କରିଛି’: ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ବିଧାନସଭା ଆରମ୍ଭ ହୋଇଥିଲା ବେଳେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଆଉ କଂଗ୍ରେସ। ଏହି ଅବସରରେ ବିରୋଧୀ ଦଳ ନେତା ମୁଖ୍ୟ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ନବୀନ କହିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri