୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!
ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ ତଥା ପ୍ରବକ୍ତା ସୌରଭ ଦାସ ଭୁବନେଶ୍ୱରରେ ପହଞ୍ଚି ପାଠ୍ୟପୁସ୍ତକ ପ୍ରସଙ୍ଗରେ ଚାଲିଥିବା ଆନ୍ଦୋଳନକୁ…
୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…
ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଓଡ଼ିଶା ଡେଭଲପ୍ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍ସି ପକ୍ଷରୁ ୭,୩୦୦ ବେଆଇନ ନିର୍ମାଣକାରୀଙ୍କୁ ନୋଟିସ ପ୍ରଦାନ କରାଯାଇଥିବାବେଳେ ଏବେ ସ୍ବାସ୍ଥ୍ୟ ବିଭାଗ ଷ୍ଟେଟ ହେଲ୍ଥ ଆସ୍ୟୁରାନ୍ସ…
ଆଜି ରାଜ୍ୟ କ୍ୟାବିନେଟ୍: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ…
୭ ଦିନରେ ସାଇନ୍ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ରାଜସ୍ବ ବିଭାଗ ପକ୍ଷରୁ ୭ଦିନିଆ କଣ୍ଟ ଦିଆଯାଇଛି।…
ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…
ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ ମଧୁବାବୁ ପେନସନ୍ ଯୋଜନା, ତେବେ ଆସନ୍ତୁ ଏହି ଘୋଷଣା ଉପରେ ନଜର ପକାଇବା……
ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ
ଭୁବନେଶ୍ୱର,୧୯।୬(ସୁନିତ୍ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି। ନବୀନ ତାଙ୍କ…
ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…
ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…
ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍ ୨ ବର୍ଷ ତଳେ ଆଜିର ଦିନରେ ଆମ ସରକାର ଦାୟିତ୍ୱ ଗ୍ରହଣ କରିଥିଲା।…
‘VVIPଙ୍କ ଗସ୍ତ ସୂଚନା ଲିକ୍ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’
ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି।…
ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…
ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା ଟଙ୍କା ଦିଆଯାଇଥିଲା। ହେଲେ ଗତ ୪ମାସ ହେବ ୩୫୦୦ ଟଙ୍କା ଭତ୍ତା ବଦଳରେ…
ରାଜ୍ୟରେ ଏତିକି ଦିନ ପାଇଁ ମହଜୁଦ୍ ଅଛି ତେଲ, ଆତଙ୍କିତ ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୫: ରାଜ୍ୟରେ ପେଟ୍ରୋଲ, ଡିଜେଲର ଅଭାବ ନାହିଁ ବୋଲି ଶୁକ୍ରବାର କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍ ଅଛି। ଆତଙ୍କିତ ହୋଇ ତେଲ ନ କିଣିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପାତ୍ର।…
୧୦ରୁ ୨୦ ବର୍ଷ ଧରି ପଡ଼ିରହିଛି ୨୭ ବିଭାଗର ଇଣ୍ଟରନାଲ ଅଡିଟ୍, ଅନ୍ଧାରରେ ସରକାରଙ୍କ…
ଭୁବନେଶ୍ୱର,୨୦ା୪(ସୁନିତ୍ ମିଶ୍ର): ରାଜ୍ୟ ସରକାର ତାଙ୍କର ୨୭ଟି ବିଭାଗରେ ବହୁ ହଜାର କୋଟି ଟଙ୍କାର ଆର୍ଥିକ ହେର୍ଫେର୍ ହୋଇଥିବା ତଥ୍ୟ ପ୍ରକାଶ କରିଛନ୍ତି। ଗତ ୨୬ ମାର୍ଚ୍ଚରେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସାଗରିକା ହୋତା ୨୭ଟି ବିଭାଗର ଫାଇନାନ୍ସିଆଲ୍ ଆଡ୍ଭାଇଜର୍…

