Odisha Govt

୧୦ରୁ ୨୦ ବର୍ଷ ଧରି ପଡ଼ିରହିଛି ୨୭ ବିଭାଗର ଇଣ୍ଟରନାଲ ଅଡିଟ୍‌, ଅନ୍ଧାରରେ ସରକାରଙ୍କ…

ଭୁବନେଶ୍ୱର,୨୦ା୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ତାଙ୍କର ୨୭ଟି ବିଭାଗରେ ବହୁ ହଜାର କୋଟି ଟଙ୍କାର ଆର୍ଥିକ ହେର୍‌ଫେର୍‌ ହୋଇଥିବା ତଥ୍ୟ ପ୍ରକାଶ କରିଛନ୍ତି। ଗତ ୨୬ ମାର୍ଚ୍ଚରେ…

6 months ago

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

7 months ago

ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

କେନ୍ଦ୍ରାପଡ଼ା,୨୫ା୨: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ବିଗତ କିଛି ବର୍ଷ ଧରି ରଥର ୧୪ଟି…

8 months ago

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

8 months ago

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

9 months ago

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

9 months ago

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ…

9 months ago

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫…

9 months ago

ସରକାରଙ୍କ ଉପରେ ବର୍ଷିଲା ସରପଞ୍ଚ ମହାସଂଘ, କହିଲା ଆମ ହକ୍‌ ପାଇଁ ଆମେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶା ରାଜ୍ୟ ସରପଞ୍ଚ ମହାସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ରାଣୀଦୁର୍ଗା କଲ୍ୟାଣମଣ୍ଡପଠାରେ କନ୍ଧମାଳ ଜିଲା ସଭାପତି ରୋହିତ କହଁରଙ୍କ…

9 months ago

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪…

10 months ago

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା ଉଚ୍ଚ…

10 months ago

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର।…

10 months ago