Tag Archives: Odisha Govt

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌ ୨ ବର୍ଷ ତଳେ ଆଜିର ଦିନରେ ଆମ ସରକାର ଦାୟିତ୍ୱ ଗ୍ରହଣ କରିଥିଲା।…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି।…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା ଟଙ୍କା ଦିଆଯାଇଥିଲା। ହେଲେ ଗତ ୪ମାସ ହେବ ୩୫୦୦ ଟଙ୍କା ଭତ୍ତା ବଦଳରେ…

ରାଜ୍ୟରେ ଏତିକି ଦିନ ପାଇଁ ମହଜୁଦ୍‌ ଅଛି ତେଲ, ଆତଙ୍କିତ ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୫: ରାଜ୍ୟରେ ପେଟ୍ରୋଲ, ଡିଜେଲର ଅଭାବ ନାହିଁ ବୋଲି ଶୁକ୍ରବାର କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍‌ ଅଛି। ଆତଙ୍କିତ ହୋଇ ତେଲ ନ କିଣିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପାତ୍ର।…

୧୦ରୁ ୨୦ ବର୍ଷ ଧରି ପଡ଼ିରହିଛି ୨୭ ବିଭାଗର ଇଣ୍ଟରନାଲ ଅଡିଟ୍‌, ଅନ୍ଧାରରେ ସରକାରଙ୍କ…

ଭୁବନେଶ୍ୱର,୨୦ା୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ତାଙ୍କର ୨୭ଟି ବିଭାଗରେ ବହୁ ହଜାର କୋଟି ଟଙ୍କାର ଆର୍ଥିକ ହେର୍‌ଫେର୍‌ ହୋଇଥିବା ତଥ୍ୟ ପ୍ରକାଶ କରିଛନ୍ତି। ଗତ ୨୬ ମାର୍ଚ୍ଚରେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସାଗରିକା ହୋତା ୨୭ଟି ବିଭାଗର ଫାଇନାନ୍ସିଆଲ୍‌ ଆଡ୍‌ଭାଇଜର୍‌…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ…

ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

କେନ୍ଦ୍ରାପଡ଼ା,୨୫ା୨: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ବିଗତ କିଛି ବର୍ଷ ଧରି ରଥର ୧୪ଟି ଚକ ଠିକ ନ ଥିବାରୁ ଅସୁବିଧା ହେଉଥିଲା। ରଥଟଣା ବେଳେ ବିଭିନ୍ନ ପ୍ରକାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା ଇନ୍ସପେକସନ ବଙ୍ଗଳା (IB) ଗୁଡ଼ିକର ବୁକିଂ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରାଯାଇଛି। ବୁଧବାର…

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ୭ ଦିନରେ ବ୍ୟକ୍ତିଗତ ଭାବେ ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?