ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେତେ… ଭୁବନେଶ୍ୱର,୨୨ା୧: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂର୍ବରୁ ଗ୍ରାମରକ୍ଷୀ ୧୮୦୦ ଟଙ୍କା ପାଉଥିବାବେଳେ ୭୦୦ ଟଙ୍କା ବୃଦ୍ଧି କରିଛନ୍ତି ସରକାର। ବର୍ତ୍ତମାନ ଗ୍ରାମରକ୍ଷୀମାନେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଯେଉଁ ଥାନା ଅଧୀନରେ…