ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ମିଳିବ ପ୍ରୋତ୍ସାହନ: ସରକାରୀ କର୍ମଚାରୀ ପିନ୍ଧିବେ ହସ୍ତତନ୍ତ ପୋଷାକ ଭୁବନେଶ୍ୱର,୨।୪: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଗୁରୁବାର ହସ୍ତତନ୍ତ ପୋଷାକ ପିନ୍ଧିବାକୁ ତାଙ୍କର କର୍ମଚାରୀ ଏବଂ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ‘ଆମ ପୋଷାକ ଆମ...