ଲେଜର ଲାଇଟ୍ ବ୍ୟାନ୍: ଡିଜେ ଶବ୍ଦ ଉପରେ କଟକଣା ଲଗାଇଲେ ଓଡ଼ିଶା ହାଇକୋର୍ଟ
କଟକ,୧୨ା୨: ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ ସହରର ବିଭିନ୍ନ ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଲେଜର ଲାଇଟ୍ ଏବଂ ବିକଟାଳ ଶବ୍ଦ…
ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ
ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି…
ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ପୋଷ୍ୟପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି
କଟକ,୯।୧: ପୋଷ୍ୟପୁତ୍ରମାନଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ଦେବା କ୍ଷେତ୍ରରେ ବଡ ରାୟ ଦେଇଛନ୍ତି ଓଡିଶା ହାଇକୋର୍ଟ। କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ (CAT) ଦେଇଥିବା ଆଦେଶକୁ ଓଡ଼ିଶା ହାଇକୋର୍ଟ କାଏମ୍ ରଖିବା ସହ ଦକ୍ଷିଣ-ପୂର୍ବ ରେଳବାଇ କର୍ତ୍ତୃପକ୍ଷଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ହାଇକୋର୍ଟର ବିଚାରପତି…
ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ
କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଓଟିଇଟି କେବଳ ଦରମା ବୃଦ୍ଧି ପାଇଁ…
ଆବେଦନ ଖାରଜ କଲେ ହାଇକୋର୍ଟ: କେଭି ସିଂହଦେଓ, ଲକ୍ଷ୍ମଣ ବାଗ୍ଙ୍କ ବିରୋଧରେ ଚାଲିବ ମାମଲା
କଟକ,୨୮ା୧୧: ୨୦୨୪ ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍ଙ୍କ ବିରୋଧରେ ମାମଲା ଚାଲିବ। ଉଭୟ ନେତାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। କେଭି…
ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ: ହାଇକୋର୍ଟଙ୍କୁ ସରକାରଙ୍କ ସୂଚନା
ଢେଙ୍କାନାଳ,୮।୮: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା ୩ ଏବଂ ଓଡ଼ିଶା ପୌର ନିଗମ ଆଇନ, ୨୦୦୩ର ଧାରା ୫୬୨ ଅନୁସାରେ…
ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା
ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯିଏକି ୨୩ ବର୍ଷରୁ ଅଧିକ ସମୟ ଧରି କ୍ୟାଶିୟର ଭାବେ କାର୍ଯ୍ୟ କରିଥିଲେ କିନ୍ତୁ…
କଟକ SCB ହସ୍ପିଟାଲରେ ଶିଶୁ ଅଦଳବଦଳ: ଜବାବ ମାଗିଲେ ଓଡ଼ିଶା ହାଇକୋର୍ଟ
କଟକ,୨୫ା୩: ସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ସମ୍ପ୍ରତି ଏକ ଶିଶୁ ଅଦଳବଦଳ ଅଭିଯୋଗ ସମ୍ପର୍କରେ କଟକ ସହରର SCB ମେଡିକାଲ କଲେଜ ଏବଂ ହସ୍ପିଟାଲ (SCBMCH)ର ଅଧୀକ୍ଷକଙ୍କୁ ସୋମବାର ଏପ୍ରିଲ ୨, ୨୦୨୫ କିମ୍ବା ତା ପୂର୍ବରୁ ଉତ୍ତର ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।…
କନଷ୍ଟେବଳ ନିଯୁକ୍ତି ମାମଲା: ମାର୍ଚ୍ଚ ୨୪ରେ ଚୂଡ଼ାନ୍ତ ଶୁଣାଣି
କଟକ,୨୦।୩: ବିଭିନ୍ନ ବାଟାଲିଆନରେ କନଷ୍ଟେବଳ ନିଯୁକ୍ତି ସମ୍ପର୍କିତ ମାମଲାରେ ଗୁରୁବାର ହାଇକୋର୍ଟ ଡିଭିଜନ ବେଞ୍ଚରେ ଶୁଣାଣି ଅସମାପ୍ତ ରହିଛି। ମାର୍ଚ୍ଚ ୨୪ ଅର୍ଥାତ୍ ଆସନ୍ତା ସୋମବାର ଚୂଡାନ୍ତ ଶୁଣାଣି ହେବ ବୋଲି ଜଣାପଡ଼ିଛି। ନିଯୁକ୍ତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ…
ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ
ହାଟଡିହୀ,୧୪l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସମବାୟ ସମିତି ଲିମିଟେଡ଼(ଆବେଦନକାରୀ)ତରଫରୁ ଦାୟର ହୋଇଥିବା ମାମଲାରେ ମାନ୍ୟବର ଓଡିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି l କେସ ନଂ ଡବ୍ଲ୍ୟୁପି(ସି)-୬୭୮୧/୨୦୨୫ ଅଟେ l ଉକ୍ତ ମାମଲାରେ ଆରସିଏସ ଓଡିଶା,…
IRB Constable Sepoy ନିଯୁକ୍ତି ମାମଲା: ନିଯୁକ୍ତିରେ ହାଇକୋର୍ଟଙ୍କ ରୋକ୍
କଟକ,୧୪ା୩(କାର୍ତ୍ତିକ ସାହୁ): ଇଣ୍ଡିଆନ ରିଜର୍ଭ ବାଟାଲିଅନ୍ (ଆଇଆର୍ବି) କନ୍ଷ୍ଟେବଲ୍ ସିପାହି ନିଯୁକ୍ତି ପ୍ରକ୍ରିୟାରେ ହାଇକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା। ଅନ୍ୟାଦେଶ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିବା ପାଇଁ ହାଇକୋର୍ଟ…
ସରକାରୀ ଚାକିରି କରୁଥିବା ସ୍ୱାମୀ ସ୍ତ୍ରୀ, ପିଲାମାନଙ୍କର ଭରଣପୋଷଣ କରିବା ବାଧ୍ୟତାମୂଳକ: ଓଡ଼ିଶା ହାଇକୋର୍ଟ
କଟକ,୧୩।୩: ଓଡ଼ିଶା ହାଇକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ସରକାରୀ ଚାକିରି କରୁଥିବା ଜଣେ ସକ୍ଷମ ସ୍ୱାମୀଙ୍କୁ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ କରିବା ଆଇନଗତ ଭାବରେ ବାଧ୍ୟତାମୂଳକ। ଏପରିକି ସେମାନଙ୍କ ମଧ୍ୟରେ କୌଣସି ବୈବାହିକ କିମ୍ବା ଅନ୍ୟାନ୍ୟ ମତଭେଦ ଥିଲେ…
Archives


