ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ
କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଡିସେମ୍ବର…
ଆଳ ଦର୍ଶାଇ ଅଟକାଯାଇପାରିବ ନାହିଁ ଗ୍ରାଚ୍ୟୁଇଟି ଦେୟ
କଟକ,୫ା୧୧(କାର୍ତ୍ତିକ ସାହୁ): ଅବସରପ୍ରାପ୍ତ କର୍ମଚାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ ପ୍ରକ୍ରିୟା ଜାରି ରଖିବାକୁ କେନ୍ଦ୍ର ସମବାୟ ବ୍ୟାଙ୍କ ଚାକିରି ସର୍ତ୍ତାବଳୀ-୨୦୧୧ରେ କୌଣସି ଉଲ୍ଲେଖ ନାହିଁ। କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୃପକ୍ଷ ଜଣେ କର୍ମଚାରୀଙ୍କ ବିରୋଧରେ ଅଡିଟ ସରଚାର୍ଜ କେସ୍ କିମ୍ବା ଭିଜିଲାନ୍ସ…
ଓଡ଼ିଶା କନ୍ଷ୍ଟେବଲ୍ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ
କଟକ, ୪।୧୦: ଓଡ଼ିଶା ପୋଲିସ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍ରେ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।…
ଐତିହାସିକ ଖଣ୍ଡଗିରି ଗୁମ୍ଫାରେ ନିକଟରେ ବଢୁଛି ଜବରଦଖଲ: ଚିନ୍ତା ପ୍ରକଟ କଲେ ଓଡ଼ିଶା ହାଇକୋର୍ଟ
କଟକ,୨।୧୦: ଐତିହାସିକ ଖଣ୍ଡଗିରି ଗୁମ୍ଫା ନିକଟରେ ବୃଦ୍ଧି ପାଉଥିବା ଜବରଦଖଲକୁ ନେଇ ଉଦବେଗ ପ୍ରକାଶ କରି ଓଡ଼ିଶା ହାଇକୋର୍ଟ ଖୋର୍ଦ୍ଧା ଜିଲାପାଳ, ଭୁବନେଶ୍ୱର ଡିସିପି ତଥା ଏଏସଆଇ(ଭୁବନେଶ୍ୱର ସର୍କଲ) ର ଅଧୀକ୍ଷକ ପ୍ରତ୍ନତତ୍ତ୍ୱବିତଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ…
ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର ଉତ୍ତର…
ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ ମାମଲାର ଶୁଣାଣି କରି ସାତ…
ହାଇକୋର୍ଟଙ୍କ ଗୁରୁତ଼୍ବପୂର୍ଣ୍ଣ ରାୟ, ଏଥର ମିଳିବ ୬ମାସ ଛୁଟି
ଭୁବନେଶ଼୍ବର, ୦୬।୦୭: ସରୋଗେସିରେ ମାଆ ହେଉଥିବା ମହିଳା କର୍ମଚାରୀଙ୍କ ପାଇଁ ମାତୃକାଳୀନ ଛୁଟିକୁ ନେଇ ଓଡ଼ିଶା ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । କୋର୍ଟ ତାଙ୍କ ନିଷ୍ପତ୍ତିରେ କହିଛନ୍ତି ଯେ, ସରୋଗେସି ପଦ୍ଧତିରେ ମାଆ ହେଉଥିବା ମହିଳା କର୍ମଚାରୀ ମାତୃକାଳୀନ…
ଶ୍ରୀମନ୍ଦିର ପ୍ରଶାସନ ଉପରେ ଜରିମାନା ଲଗାଇଲେ ଓଡ଼ିଶା ହାଇକୋର୍ଟ
ଭୁବନେଶ୍ୱର,୨୦।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ବିକ୍ରି ନେଇ ଜାରି ହୋଇଥିବା ଅଧ୍ୟାଦେଶ ବିରୋଧରେ ଆଗତ ମାମଲାରେ ନିର୍ଦ୍ଦେଶ ମୁତାବକ ଜବାବ ଦାଖଲ କରା ନ ଯିବାରୁ ଓଡ଼ିଶା ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସନ ଉପରେ ୧୦ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି।…
ପଦାର୍ଥ ବିଜ୍ଞାନ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ, ଜାଣନ୍ତୁ ନିଯୁକ୍ତି ଲାଗି କାହିଁକି କରାଯାଇଥିଲା ଚ୍ୟାଲେଞ୍ଜ
କଟକ,୯ା୨(କାର୍ତ୍ତିକ ସାହୁ): ରାଜ୍ୟ ସରକାରଙ୍କ ପଦାର୍ଥ ବିଜ୍ଞାନ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିର୍ଦ୍ଧାରିତ ସର୍ବନିମ୍ନ ଯୋଗ୍ୟତା ମାନଦଣ୍ଡ ଉଲ୍ଲଂଘନ ନେଇ ରୁଜୁ ମାମଲାରେ ହାଇକୋର୍ଟ ଶୁକ୍ରବାର ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟର…
Archives


