ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା… କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା ନିଶ୍ଚୟ ବୋଲି କହିଛନ୍ତି । ବାର୍ଷିକ ୯ ପ୍ରତିଶତ ସୁଧ ପ୍ରତିପକ୍ଷ ସରକାରୀ...