ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ ୧୯,୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିଥିବା ବେଳେ ଏହାଦ୍ୱାରା ପ୍ରାୟ...