ଜାନୁଆରୀ ମାସ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ ଭୁବନେଶ୍ୱର,୬।୧: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା...