ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ? ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପରୀକ୍ଷା କରାଯାଇଥିବା ମୋଟ ୮୮ଟି ନମୁନା ମଧ୍ୟରୁ…