ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି, ତ୍ୱରାନ୍ୱିତ ହେବ ନିଯୁକ୍ତି ପ୍ରକ୍ରିୟା ଭୁବନେଶ୍ୱର,୨୨।୭: ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଉଛନ୍ତି। ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଘୋଷଣା କରିଛନ୍ତି ଯେ, ଖୁବଶୀଘ୍ର ରାଜ୍ୟରେ ଆଉ ୨୨ଟି ଖଣି…