ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ ସର୍ବାଧିକ ଦରମା ଭତ୍ତାକୁ ବୃଦ୍ଧି କରି ₹୩,୪୫,୦୦୦ ଟଙ୍କା ନେଉଥିବା ସାଧାରଣ ଲୋକମାନେ...